ଆଞ୍ଚଳିକ ‘ଖୋର୍ଦ୍ଧା ଜିଲ୍ଲା ଯୁବ ଉତ୍ସବ’ରେ ବାଣପୁର ଭେଟେଶ୍ଵର ସରକାରୀ ଉଚ୍ଚ ବିଦ୍ୟାଳୟର ଉଚ୍ଚକୋଟିର କଳା ପ୍ରଦର୍ଶନ ସମୀକ୍ଷା ବ୍ୟୁରୋ ଖୋର୍ଦ୍ଧା, ୧୨/୧୨: ବାଲୁଗାଁ ମହାବିଦ୍ୟାଳୟରେ ଦୁଇ ଦିନ ଧରି ‘ଖୋର୍ଦ୍ଧା ଜିଲ୍ଲା ଯୁବ ଓ ସେବା ଉତ୍ସବ-୨୦୧୯’ ଅନୁଷ୍ଠାନିକ ଭାବେ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ…