ଆଜିର ଖବର ଟାଙ୍ଗୀରେ ହାତୀ ପଲଙ୍କ ଉପଦ୍ରବ: ନଷ୍ଟ କଲେ ଏକର ଏକର ଧାନ ଫସଲ ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ବନ ଖଣ୍ଡ ଟାଙ୍ଗୀ ରେଂଜ୍ ରେ ଦିନକୁ ଦିନ ବଢି ଚାଲିଛି ଜଙ୍ଗଲୀ ହାତୀ ପଲଙ୍କ ଆତଙ୍କ ରାଜ। ଦିନରେ ହାତୀ…