ଖୋର୍ଦ୍ଧା ରୋଡ୍ ରେଳଷ୍ଟେସନ

ଭୁବନେଶ୍ୱର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ଖୋର୍ଦ୍ଧା ରୋଡ୍ ରେଳଷ୍ଟେସନର ଏକ ବ୍ୟାପକ ନିରୀକ୍ଷଣ କରିଛନ୍ତି। ଯାତ୍ରୀମାନଙ୍କ ସୁବିଧା ସୁଯୋଗ, ସୁରକ୍ଷା ବ୍ୟବସ୍ଥା, ଷ୍ଟେସନର ବିଭିନ୍ନ…