ଆଜିର ଖବର ‘କଳାଭୂମି’ରେ ଆକର୍ଷଣୀୟ ଖୋଲା ପାଠାଗାର ଉଦ୍ଘାଟିତ ଭୁବନେଶ୍ୱର: ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ ଏବେ ଦର୍ଶକମାନଙ୍କର ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇପାରିଛି। କଳାଭୂମିରେ ଆଜି ଏକ ଖୋଲା ପାଠାଗାର ଉଦ୍ଘାଟିତ ହୋଇଯାଇଛି। ଓଏସ୍ଆର୍ଟି ବସର ବାହ୍ୟ ଭାଗରେ…