ଆଜିର ଖବର ରାଉରକେଲାରେ ଟିକା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଯୁବପିଢ଼ି: ଆଜି ୩,୮୦୦ ଜଣ ନେଲେ ସୁରକ୍ଷା କବଚ ରାଉରକେଲା: ରାଉରକେଲା ସହରରେ ମଙ୍ଗଳବାର ଦିନ ୧୮ରୁ ୪୪ ବର୍ଷ ବର୍ଗର ବ୍ୟକ୍ତିଙ୍କୁ ପ୍ରଥମ ଡୋଜ୍ ଟିକା ଦିଆଯାଇଛି। ଏହି ଟିକା ନେବା ବେଳେ ଯୁବପିଢ଼ିଙ୍କ ମଧ୍ୟରେ…