‘ଗଙ୍ଗା ବିଳାସ’ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ: ଚଳିତ ମାସ ୧୩ତାରିଖ (୧୩ ଜାନୁୟାରୀ-୨୦୨୩)ରେ ଉତ୍ତର ପ୍ରଦେଶର ବାରାଣସୀଠାରେ ଗଙ୍ଗାନଦୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱର ସର୍ବବୃହତ୍ ରିଭରକ୍ରୁଜ ଅଭିଯାନର ଶୁଭାରମ୍ଭ କରିବେ।…