ରାଜ୍ୟ ଖବର ଗଜପତି ଡବଲ ମର୍ଡର ମାମଲା: ୧୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଗଜପତି: ଗଜପତି ଜିଲ୍ଲାର ବହୁଚର୍ଚ୍ଚିତ ଡବଲ ମର୍ଡର ମାମଲାରେ କୋର୍ଟଙ୍କ ବଡ଼ ରାୟ। ୧୨ ଜଣ ଦୋଷୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ଗଜପତି ଅତିରିକ୍ତ ଜିଲ୍ଲା ଦୌରାଜଜ୍…