ରାଜ୍ୟ ଖବର ଜମିକୁ ପାଣି ମଡ଼ାଇବାକୁ କେନ୍ଦ୍ର କରି ଦିଅର-ଭାଉଜ ମାଡ଼ପିଟ୍: ଭାଉଜଙ୍କ ଭାଙ୍ଗିଲା ହାତ, ଦିଅର ଗିରଫ ବ୍ରହ୍ମପୁର: ଚାଷ ଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଦିଅରଙ୍କ ଆକ୍ରମଣରେ ଭାଉଜଙ୍କ ହାତ ଭାଙ୍ଗିଯାଇଥିବା…