ଆଜିର ଖବର ନଭେମ୍ବର ୭ ଯାଏଁ ଗଞ୍ଜାମର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି ଗଞ୍ଜାମ: ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ସୃଷ୍ଟି ହୋଇଥିବା ବନ୍ୟା ଗଞ୍ଜାମ ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାଜଳ ହ୍ରାସ ପାଉଥିଲେ ମଧ୍ୟ ଏହାର ପ୍ରଭାବ ଏବେ ବି…