ଜାତୀୟ ଖବର ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଡିଲା ଓଡ଼ିଶାର ପ୍ରଜ୍ଞାପନ ମେଢ, କାହିଁକି ସାଜିଲା ଆକର୍ଷଣର କେନ୍ଦ୍ରବିନ୍ଦୁ? ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଡିଲା ଓଡିଶାର ପ୍ରଜ୍ଞାପନ ମେଢ। ୨୦୩୬ ମସିହା ସୁଦ୍ଧା ଓଡ଼ିଶାକୁ ଦେଶର ସର୍ବାଙ୍ଗୀନ ବିକଶିତ ରାଜ୍ୟରେ ପରିଣତ…