ଆଜିର ଖବର ମିଥ୍ୟା ଖବରର ମୁକାବିଲା ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ଡିଜିଟାଲ ମିଡିଆ ଉତ୍ତରଦାୟିତ୍ୱ ନେବାକୁ ଆହ୍ୱାନ ନୂଆଦିଲ୍ଲୀ: ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ୨୦୨୪ ଅବସରରେ ନୂଆଦିଲ୍ଲୀସ୍ଥିତ ନ୍ୟାସନାଲ ମିଡିଆ ସେଣ୍ଟରରେ ଜାତୀୟ ପ୍ରେସ୍ ଦିବସ ପାଳନ କରାଯାଇଛି।…