ଜାତୀୟ ଖବର ଗଣତନ୍ତ୍ର ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ କହିଲେ ବିଭିନ୍ନ ଯୋଜନାକୁ କାର୍ଯ୍ୟକାରୀ କରିବାରେ ଓଡିଶା ଦେଶରେ ପ୍ରଥମ ଭୁବନେଶ୍ବର, ଆଜି 72 ତମ ଗଣତନ୍ତ୍ର ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ବାର୍ତ୍ତା ପ୍ରଦାନ କରିଛନ୍ତି। ସେ ଯାହା କହିଛନ୍ତି ତାହା ଥିଲା ଏହିପରି…