ଆଜିର ଖବର ‘ଗଣତାନ୍ତ୍ରିକ ବ୍ୟବସ୍ଥାକୁ ସୁସଂହତ କରିବ ସୂଚନା ଅଧିକାର ଆଇନ’: ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଭୁବନେଶ୍ୱର: ବିଭିନ୍ନ ଶାସନ ବ୍ୟବସ୍ଥା ମଧ୍ୟରେ ଗଣତନ୍ତ୍ର ଶାସନକୁ ଆଜି ସର୍ବଶ୍ରେଷ୍ଠ ବୋଲି ଗଣାଯାଉଛି। ତେବେ ଦୁର୍ନୀତି ଏହି ଶାସନ ବ୍ୟବସ୍ଥାକୁ କଳୁସିତ କରିଛି। ତେଣୁ ଦୁର୍ନୀତି ରୂପକ…