ବିଶେଷ ଖବର ଜାତୀୟ ଲଜିଷ୍ଟିକ୍ସ ନୀତିର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଜାତୀୟ ଲଜିଷ୍ଟିକ୍ସ ନୀତି (ଏନଏଲପି)ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ…