ଆଜିର ଖବର ଗଣେଶ ଚତୁର୍ଥୀରେ ସମସ୍ତଙ୍କୁ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଣେଶ ଚତୁର୍ଥୀର ଶୁଭ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି। ଏହି ଉତ୍ସବ ସମସ୍ତଙ୍କ ଜୀବନରେ ସୌଭାଗ୍ୟ, ସଫଳତା ଓ ସମୃଦ୍ଧି ଆଣିଦେଉ…