ଗଣମାଧ୍ୟମ

ନୂଆଦିଲ୍ଲୀ: ସୃଜନଶୀଳ ସ୍ୱାଧୀନତା ପାଇଁ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ସଂକଳ୍ପବଦ୍ଧ ରହିଥିବା କହିଛନ୍ତି କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଲୋକସଭାରେ ଏକ ଲିଖିତ…

ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଓ ପ୍ରସାରଣ ଏବଂ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଏଲ. ମୁରୁଗାନ ମୁମ୍ବାଇରେ ଚାଲିଥିବା ୱେଭ ଶିଖର ସମ୍ମିଳନୀରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ରିପୋର୍ଟ…

ନୂଆଦିଲ୍ଲୀ: ମୁମ୍ବାଇରେ ଚାଲିଥିବା ୱେଭ୍ସ ଅବସରରେ ଆଜି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଗଣମାଧ୍ୟମ ଓ ମନୋରଞ୍ଜନ କ୍ଷେତ୍ର ୨୦୨୪-୨୫ ଉପରେ ପରିସଂଖ୍ୟାନ ପୁସ୍ତିକା ଉନ୍ମୋଚନ…

କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ୱେଭେକ୍ସ ୨୦୨୫ର ଶୁଭାରମ୍ଭ କରିଛି। ଏହା ଗଣମାଧ୍ୟମ ଏବଂ ମନୋରଞ୍ଜନ କ୍ଷେତ୍ରରେ ଷ୍ଟାର୍ଟଅପଗୁଡ଼ିକୁ ପାଣ୍ଠି ଯୋଗାଣ ଏବଂ ଜାତୀୟ ପରିଚୟ…

ନୂଆଦିଲ୍ଲୀ: ଗଣମାଧ୍ୟମ ଏବଂ ମନୋରଞ୍ଜନ ଶିଳ୍ପରେ ଅଭୂତପୂର୍ବ ଡିଜିଟାଲ ପରିବର୍ତ୍ତନ ଦେଖିବାକୁ ମିଳୁଛି, ଏବଂ ଏହି ବିକାଶର କେନ୍ଦ୍ରରେ ରହିଛି ୱେଭ୍ସ ବଜାର। ଏହା ଏକ ବୈପ୍ଳବିକ…

ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଇଣ୍ଡିଆ ସେଲୁଲାର ଆଣ୍ଡ ଇଲେକ୍ଟ୍ରୋନିକ୍ସ ଆସୋସିଏସନ (ଆଇସିଇଏ) ସହଯୋଗରେ ଟ୍ରୁଥ୍ ଟେଲ୍ ହାକାଥନ ଚ୍ୟାଲେଞ୍ଜ ଘୋଷଣା କରିଛି। ୱାର୍ଲ୍ଡ ଅଡିଓ ଭିଜୁଆଲ…

ଭୁବନେଶ୍ୱର: ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ। ଏହାର ଅଭିବ୍ୟକ୍ତିର ସ୍ୱତନ୍ତ୍ରତା ରହିଛି। ତେଣୁ, ଗଣମାଧ୍ୟମ ବିନା ଭୟ ଓ ପକ୍ଷପାତରେ ଗଠନମୂଳକ ସମାଲୋଚନା କରିବା ପାଇଁ…

ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଓ ପ୍ରସାରଣ, ରେଳବାଇ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଲୋକସଭାରେ ଏକ ପ୍ରଶ୍ନର ଉତ୍ତରରେ…

ସୁବାଷ କୁମାର ତାରଣିଆଁ ଗଣତନ୍ତ୍ରକୁ ସୁଦୃଢ ଓ ସଶକ୍ତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ ଗଣମାଧ୍ୟମ। ଆଉ ଗଣମାଧ୍ୟମକୁ ସଠିକ୍ ଭାବରେ ପରିଚାଳନା କରିବାରେ ସାମ୍ବାଦିକମାନେ…

ନୂଆଦିଲ୍ଲୀ: ଭାରତର ସ୍ୱାଧୀନତା ଆନ୍ଦୋଳନରେ ପ୍ରେସର କେତେ ବଡ଼ ଭୂମିକା ରହିଛି ତାହା ଆମେ ସମସ୍ତେ ଜାଣୁ । ସ୍ୱାଧୀନତା ପରଠାରୁ ଅଧିକାଂଶ ଚିନ୍ତାଧାରାର ସ୍ୱାଧୀନତାକୁ ସୁରକ୍ଷିତ…

ଯାଜପୁର: କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), ଭୁବନେଶ୍ୱର ପକ୍ଷରୁ ଯାଜପୁର ଠାରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ‘‘ବାର୍ତ୍ତାଳାପ’’…

ଭୁବନେଶ୍ୱର: ଆଜି ମେକ୍ ଇନ୍ ଓଡିଶା କନକ୍ଲେଭ୍ ରେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ଆୟୋଜିତ “ଉଦ୍ୟୋଗରୁ ଉନ୍ନତି” ପ୍ରସଙ୍ଗ ଉପରେ ବିଭିନ୍ନ…

ରେଢ଼ାଖୋଲ: ରେଢାଖୋଲ ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ସ୍ଥାନୀୟ ଏନ୍ ଏସି, ଭୀମ ଭୋଇ କଲ୍ୟାଣ ମଣ୍ଡପ ଠାରେ ଜାତୀୟ ପ୍ରେସ ଦିବସ ପାଳନ ହୋଇଯାଇଛି। ସଂଘ…

ନୂଆଦିଲ୍ଲୀ: ୧୩ ଅକ୍ଟୋବର ୨୦୨୨ରେ ଇଣ୍ଡିଆନ ଏକ୍ସପ୍ରେସରେ ପ୍ରକାଶିତ ଖବର ‘ଅଣ୍ଡର ଚିତା ଡିଲ୍‌, ସଟ୍‌ ଇଣ୍ଡିଆସ୍‌ ସପର୍ଟ ଅନ୍‌ ଲିଫ୍ଟିଂ ଆଇଭରୀ ବ୍ୟାନ : ନାମିବିୟା’…

ନୂଆଦିଲ୍ଲୀ: ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଆଜି ଏସିଆ – ପ୍ରଶାନ୍ତ ମହାସାଗରୀୟ ପ୍ରସାରଣ ଉନ୍ନୟନ ପ୍ରତିଷ୍ଠାନ (ଏଆଇବିଡି)ର ୪୭ତମ ବାର୍ଷିକ ସମ୍ମିଳନୀ ଏବଂ…

ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଓ ପ୍ରସାରଣ, ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂ ଠାକୁର ୧୩ରୁ ୧୫ ଅଗଷ୍ଟ ୨୦୨୨ ପର୍ଯ୍ୟନ୍ତ ନିଜ ଘରେ…

ଦିଲ୍ଲୀ: “ୟେ ଆକାଶବାଣୀ ହୈ’- ଏହି ଅମର ଶବ୍ଦ ଗୁଡ଼ିକୁ ସବୁ ଭାରତୀୟ ଚିହ୍ନଟ କରି ପାରିବେ। ଆଜି ଆକାଶବାଣୀ ଭବନର ରଙ୍ଗ ଭବନ ସଭା ଗୃହରେ…

ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ସିଂହ ଠାକୁର କହିଛନ୍ତି ଯେ ଦେଶରେ ଦ୍ରୁତଗତିରେ ବିକଶିତ ହେଉଥିବା ଡିଜିଟାଲ ଭିତ୍ତିଭୂମି ଏବଂ ଏଭିଜିସି (ଆନିମେସନ,…

ନୂଆଦିଲ୍ଲୀ: କେତେକ ଗଣମାଧ୍ୟମରେ ପ୍ରକାଶ ପାଇଛି ଯେ ୧୪୩ ପ୍ରକାର ସାମଗ୍ରୀର ଜିଏସ୍‌ଟି ହାର ବଢାଇବାକୁ ରାଜ୍ୟ ସରକାରମାନଙ୍କଠାରୁ ମତାମତ ମଗାଯାଇଛି । କିଛି ଗଣମାଧ୍ୟମ ମଧ୍ୟ…

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଅବସରରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଆବଶ୍ୟକୀୟ ସୁରକ୍ଷା ପ୍ରଦାନ ଓ ର୍ନିବିରୋଧ ଖବର ସଂଗ୍ରହ ନିମିତ୍ତି ନିର୍ଦ୍ଦେଶନାମା ଜାରି ପାଇଁ ରାଜ୍ୟ ନିର୍ବାଚନ…

ସୁବାଷ କୁମାର ତାରଣିଆଁ ଗଣତନ୍ତ୍ରକୁ ସୁଦୃଢ ଓ ସଶକ୍ତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ ଗଣମାଧ୍ୟମ। ଆଉ ଗଣମାଧ୍ୟମକୁ ସଠିକ୍ ଭାବରେ ପରିଚାଳନା କରିବାରେ ସାମ୍ବାଦିକମାନେ…