ଆଜିର ଖବର ଗଣମାଧ୍ୟମର ପ୍ରତିନିଧିଙ୍କୁ ଆକ୍ରମଣ ମାମଲା: ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଉତ୍କଳ ସାମ୍ବାଦିକ ସଙ୍ଘର ଦାବିପତ୍ର ଖୋର୍ଦ୍ଧା: ଗଣମାଧ୍ୟମକୁ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ କୁହାଯାଉଥିବା ବେଳେ ଆଜି କା ଦିନରେ କାର୍ଯ୍ୟରତ ସାମ୍ବାଦିକ ମାନେ ବହୁ ଆକ୍ରୋଶର ଶିକାର ହେଉଛନ୍ତି। ରାଜ୍ୟ ସରକାର ଲୋକଙ୍କ…