ଗଣିତ-ବିଜ୍ଞାନ ପ୍ରଦର୍ଶନୀ

ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକର ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଗଣିତ-ବିଜ୍ଞାନ ପ୍ରଦର୍ଶନୀ ମେଳା, ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଓ ‘ଆମ ସଂସ୍କୃତି ଆମ ଖେଳନା’…