ଗଳା କାଟି ଆତ୍ମହତ୍ୟା

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅନ୍ତର୍ଗତ ଚାନ୍ଦୁଲି ଗ୍ରାମର ନର୍ମଦା ମହାରଣା ନାମ୍ନୀ ଜଣେ ଯୁବତୀ ଆତ୍ମହତ୍ୟା କରିଥିବା ଜଣାପଡିଛି। ମୃତ ଯୁବତୀଙ୍କ ପରିବାର…