ଆଜିର ଖବର କଦଳୀ ଖାଇବା ସ୍ୱାସ୍ଥ୍ୟ ପାଇଁ ହିତକର; ଜାଣନ୍ତୁ ଏହା ଦ୍ଵାରା କେଉଁ ରୋଗ ଭଲ ହୁଏ? ନୂଆଦିଲ୍ଲୀ, କଦଳୀ ହେଉଛି ଏକ ଶୁଭ ଫଳ। ଏହାକୁ ବିଭିନ୍ନ ପୂଜାପାର୍ବଣରେ ବ୍ୟବହାର କରାଯାଇଥାଏ। ଏହାର ଗଛ ମଧ୍ୟ ପୂଜାରେ ବ୍ୟବହାର କରାଯାଏ। କଦଳୀ ଫଳ ଠାରୁ ଆରମ୍ଭ…