ଗାଡି ମାଲିକ

ଭୁବନେଶ୍ୱର: ରାଜ୍ୟ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ପୁରୁଣା ଗାଡିରେ ଏଣିକି ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ (ଏଚ୍‌ଏସ୍‌ଆର୍‌ପି) ଲଗାଇବାକୁ ରାଜ୍ୟ ସରକାର ବାଧ୍ୟତାମୂଳକ କରିଛନ୍ତି।…