ଗାନ୍ଧିଜୀଙ୍କ ଓଡ଼ିଶା ଆଗମନ

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟଠାରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଏକ ଶହ ବର୍ଷ ପୂର୍ତ୍ତି ଉତ୍ସବ ସମାରୋହପୂର୍ବକ ପାଳିତ ହୋଇଯାଇଛି…