ଅପରାଧ ଜେଲରେ ବିତିବ ଅସାରାମଙ୍କ ଜୀବନ, ଦୁଷ୍କର୍ମ ମାମଲାରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କଲେ କୋର୍ଟ ନୂଆଦିଲ୍ଲୀ: ଆଜି ଗାନ୍ଧିନଗର ସେଶନ କୋର୍ଟ ମହିଳା ଅନୁଗାମୀଙ୍କୁ ଦୁଷ୍କର୍ମ ମାମଲାରେ ଆସାରାମଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସୋମବାର ଦିନ ମହିଳା ଶିଷ୍ୟାଙ୍କୁ ଦୁଷ୍କର୍ମ ମାମଲାରେ…