ଆଜିର ଖବର ଚିଲିକା: ଅର୍ଦ୍ଧେନ୍ଦୁ ଦାସଙ୍କ ଗିରଫକୁ ନିନ୍ଦା, ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର ଦେଲା ଶାଳିଆ ପ୍ରେସ କ୍ଲବ ବାଣପୁର: ଘରୋଇ ଟିଭି ଚ୍ୟାନେଲ ବଡ଼ ଖବରର ମୁଖ୍ୟ ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କୁ ନିକଟରେ ଇଓଡବ୍ଲୁ ଗିରଫ କରିଛି। କିନ୍ତୁ ଏହି ଗିରଫଦାରୀକୁ…