ଅପରାଧ ସିଡିଏସ ଜେନେରାଲ ବିପିନ ରାୱତଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ, ଗିରଫ ହେଲା ଅଭିଯୁକ୍ତ ଅହମ୍ମଦାବାଦ: ସିଡିଏସ ଜେନେରାଲ ବିପିନ ରାୱତଙ୍କ ମୃତ୍ୟୁକୁ ନେଇ ସୋସିଆଲ ମିଡିଆରେ ଜଣେ ବ୍ୟକ୍ତି ଅପମାନଜନକ ମନ୍ତବ୍ୟ ଦେଇଛନ୍ତି। ଗୁଜୁରାଟରେ ୪୪ ବର୍ଷ ବୟସ୍କ ଜଣେ ବ୍ୟକ୍ତି…