ଆଜିର ଖବର ପ୍ରତିଷ୍ଠିତ ସାହିତ୍ୟିକ ତଥା ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ଉପସଭାପତି ଗିରି ଦଣ୍ଡସେନାଙ୍କ ପରଲୋକ ଭୁବନେଶ୍ବର: ଓଡିଶାର ପ୍ରଖ୍ୟାତ ସାହିତ୍ୟିକ ଗିରି ଦଣ୍ଡସେନାଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ସେ ଅସୁସ୍ଥ୍ୟ ହୋଇ ବୁର୍ଲା ଡାକ୍ତରଖାନାରେ…