ଆଜିର ଖବର ଚତୁର୍ଥ ଗୀତାଞ୍ଜଳି ଏକ୍ସଲେନ୍ସ ସମ୍ମାନ-୨୦୨୧, ସମ୍ବର୍ଦ୍ଧିତ ହେଲେ ୨୫ଜଣ ପ୍ରତିଭା ଭୁବନେଶ୍ୱର: ଗୀତାଞ୍ଜଳି ଇଣ୍ଡିଆ ଫାଉଣ୍ଡେସନ ଟ୍ରଷ୍ଟ ତରଫରୁ ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରଠାରେ ଚତୁର୍ଥ ଗୀତାଞ୍ଜଳି ଏକ୍ସେଲେନ୍ସ ଆୱାର୍ଡ଼-୨୦୨୧ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।…