ଆଜିର ଖବର ଗୁଗୁଲର ‘ଏଆଇ ଇମ୍ପାକ୍ଟ ସମ୍ମିଟ’ରେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଗୁଗୁଲ୍ ଦ୍ୱାରା ଆୟୋଜିତ ‘ଏଆଇ ଇମ୍ପାକ୍ଟ ସମ୍ମିଟ’ରେ ଯୋଗ ଦେଇ ଭାରତର କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷମତାକୁ…