ବିଶେଷ ଖବର ଆତଙ୍କବାଦ ସମେତ ଗୁରୁତର ଅପରାଧରେ ଦୋଷୀ ସାବ୍ୟସ୍ତ ବ୍ୟକ୍ତିଙ୍କୁ ଦିଅନ୍ତୁ ନାହିଁ ମଞ୍ଚ: କେନ୍ଦ୍ରର ପରାମର୍ଶ ନୂଆଦିଲ୍ଲୀ: ଯେଉଁ ବ୍ୟକ୍ତିମାନଙ୍କ ବିରୋଧରେ ଆତଙ୍କବାଦ ମାମଲା ରହିଛି କିମ୍ବା ଭାରତୀୟ ଆଇନ ଦ୍ୱାରା ନିଷିଦ୍ଧ ସଂଗଠନ ସହ ସମ୍ପୃକ୍ତି ସମେତ ଗୁରୁତର ଅପରାଧ ଅଭିଯୋଗ ରହିଛି…