Categories
ଆଜିର ଖବର ଜାତୀୟ ଖବର ଜୀବନ ଶୈଳୀ

ଯଦି ଆପଣ ଚାକିରୀ ପରି କିଛି ଗୁରୁତ୍ବପୂର୍ଣ୍ଣ କାମ କରୁଛନ୍ତି, ତେବେ ଚାଣକ୍ୟଙ୍କ ଏହି କଥା ମାନନ୍ତୁ

ଚାଣକ୍ୟ ନୀତି: ଚାଣକ୍ୟ ନୀତିରେ ରହିଛି ଯେ , ଯଦି ଆପଣ କୌଣସି ଗୁରୁତ୍ବ ପୂର୍ଣ୍ଣ କାମଟିଏ କରିବାକୁ ଯାଉଛନ୍ତି ତେବେ ତାହାକୁ ବାହାରେ ପ୍ରଘଟ କରନ୍ତୁ ନାହିଁ। ଯଦି ଆପଣ ଏକ ଭଲ କାମ ବା ଚାକିରୀ ପାଇଁ ଚେଷ୍ଠା କରୁଛନ୍ତି, ତେବେ ତାହା ସଫଳ ହେବା ପରେ କୁହନ୍ତୁ। ଆପଣଙ୍କ କାମ ଶେଷ ନ ହେବା ପୂର୍ବରୁ ଯଦି ପ୍ରଘଟ କଲେ ତେବେ ତାହା ଆଉ ହେବ ନାହିଁ। ସେଥିପାଇଁ ଚାଣକ୍ୟ କହିଛନ୍ତି ଆପଣଙ୍କ କାମ ଗୋପନରେ କରନ୍ତୁ। ଏହି କାମରେ ଯଦି କାହାର ଆବଶ୍ୟକତା ଥାଏ ତେବେ ତାଙ୍କ ସହିତ ଆଲୋଚନା କରନ୍ତୁ। କିନ୍ତୁ ଅନ୍ୟ କାହା ସହିତ ନୁହେଁ।

ଆଚାର୍ଯ୍ୟ ଚାଣକ୍ୟ ଆଉ ଏକ କଥା କହିଛନ୍ତି। ତାହା ହେଲା ଯଦି କୌଣସି କାମ ପୂର୍ବରୁ ଆପଣ ପ୍ରଘଟ କଲେ ଏବଂ କାମଟି ପରେ ବିଫଳ ହେଲା, ତେବେ ଆପଣ ଲୋକହସା ହେବେ। ଆପଣଙ୍କ କାମଟି ସଫଳ ହେବେ କି ନାହିଁ ତାହା କେହି କହିପାରିବେ ନାହିଁ। ସେଥିପାଇଁ ଚାଲାକ ବ୍ୟକ୍ତି କେବେ ବି ନିଜର କାମ ସଫଳ ବା ସଂପୂର୍ଣ୍ଣ ନ ହେବା ପୂର୍ବରୁ କାହାକୁ କହେ ନାହିଁ।

Categories
ଆଜିର ଖବର ଜାତୀୟ ଖବର ଜୀବନ ଶୈଳୀ

କିଛି ଗୁରୁତ୍ବପୂର୍ଣ୍ଣ କାମ କରିବା ପୂର୍ବରୁ ନିଶ୍ଚିତ ମାନନ୍ତୁ ଚାଣକ୍ୟଙ୍କ କଥା, ପାଇବେ ସଫଳତା

ଚାଣକ୍ୟ ନୀତି: ଚାଣକ୍ୟ ନୀତିରେ ରହିଛି ଯେ , ଯଦି ଆପଣ କୌଣସି ଗୁରୁତ୍ବପୂର୍ଣ୍ଣ କାମଟିଏ କରିବାକୁ ଯାଉଛନ୍ତି ତେବେ ତାହାକୁ ବାହାରେ ପ୍ରଘଟ କରନ୍ତୁ ନାହିଁ। ଯଦି ଆପଣ ଏକ ଭଲ କାମ ବା ଚାକିରୀ ପାଇଁ ଚେଷ୍ଠା କରୁଛନ୍ତି, ତେବେ ତାହା ସଫଳ ହେବା ପରେ କୁହନ୍ତୁ। ଆପଣଙ୍କ କାମ ଶେଷ ନ ହେବା ପୂର୍ବରୁ ଯଦି ପ୍ରଘଟ କଲେ ତେବେ ତାହା ଆଉ ହେବ ନାହିଁ। ସେଥିପାଇଁ ଚାଣକ୍ୟ କହିଛନ୍ତି ଆପଣଙ୍କ କାମ ଗୋପନରେ କରନ୍ତୁ। ଏହି କାମରେ ଯଦି କାହାର ଆବଶ୍ୟକତା ଥାଏ ତେବେ ତାଙ୍କ ସହିତ ଆଲୋଚନା କରନ୍ତୁ। କିନ୍ତୁ ଅନ୍ୟ କାହା ସହିତ ନୁହେଁ।

ଆଚାର୍ଯ୍ୟ ଚାଣକ୍ୟ ଆଉ ଏକ କଥା କହିଛନ୍ତି। ତାହା ହେଲା ଯଦି କୌଣସି କାମ ପୂର୍ବରୁ ଆପଣ ପ୍ରଘଟ କଲେ ଏବଂ କାମଟି ପରେ ବିଫଳ ହେଲା, ତେବେ ଆପଣ ଲୋକହସା ହେବେ। ଆପଣଙ୍କ କାମଟି ସଫଳ ହେବେ କି ନାହିଁ ତାହା କେହି କହିପାରିବେ ନାହିଁ। ସେଥିପାଇଁ ଚାଲାକ ବ୍ୟକ୍ତି କେବେ ବି ନିଜର କାମ ସଫଳ ବା ସଂପୂର୍ଣ୍ଣ ନ ହେବା ପୂର୍ବରୁ କାହାକୁ କହେ ନାହିଁ।

Categories
ଆଜିର ଖବର ଜାତୀୟ ଖବର ଜୀବନ ଶୈଳୀ

କୌଣସି ଗୁରୁତ୍ବପୂର୍ଣ୍ଣ କାମ କରିବା ପୂର୍ବରୁ ଆଚାର୍ଯ୍ୟ ଚାଣକ୍ୟଙ୍କ ଏହି କଥା ମାନନ୍ତୁ, ନିଶ୍ଚିତ ପାଇବେ ସଫଳତା

ଚାଣକ୍ୟ ନୀତି: ଚାଣକ୍ୟ ନୀତିରେ ରହିଛି ଯେ, ଯଦି ଆପଣ କୌଣସି ଗୁରୁତ୍ବ ପୂର୍ଣ୍ଣ କାମଟିଏ କରିବାକୁ ଯାଉଛନ୍ତି ତେବେ ତାହାକୁ ବାହାରେ ପ୍ରଘଟ କରନ୍ତୁ ନାହିଁ। ଯଦି ଆପଣ ଏକ ଭଲ କାମ ବା ଚାକିରୀ ପାଇଁ ଚେଷ୍ଠା କରୁଛନ୍ତି, ତେବେ ତାହା ସଫଳ ହେବା ପରେ କୁହନ୍ତୁ। ଆପଣଙ୍କ କାମ ଶେଷ ନ ହେବା ପୂର୍ବରୁ ଯଦି ପ୍ରଘଟ କଲେ ତେବେ ତାହା ଆଉ ହେବ ନାହିଁ। ସେଥିପାଇଁ ଚାଣକ୍ୟ କହିଛନ୍ତି ଆପଣଙ୍କ କାମ ଗୋପନରେ କରନ୍ତୁ। ଏହି କାମରେ ଯଦି କାହାର ଆବଶ୍ୟକତା ଥାଏ ତେବେ ତାଙ୍କ ସହିତ ଆଲୋଚନା କରନ୍ତୁ। କିନ୍ତୁ ଅନ୍ୟ କାହା ସହିତ ନୁହେଁ।

ଆଚାର୍ଯ୍ୟ ଚାଣକ୍ୟ ଆଉ ଏକ କଥା କହିଛନ୍ତି। ତାହା ହେଲା ଯଦି କୌଣସି କାମ ପୂର୍ବରୁ ଆପଣ ପ୍ରଘଟ କଲେ ଏବଂ କାମଟି ପରେ ବିଫଳ ହେଲା, ତେବେ ଆପଣ ଲୋକହସା ହେବେ। ଆପଣଙ୍କ କାମଟି ସଫଳ ହେବେ କି ନାହିଁ ତାହା କେହି କହିପାରିବେ ନାହିଁ। ସେଥିପାଇଁ ଚାଲାକ ବ୍ୟକ୍ତି କେବେ ବି ନିଜର କାମ ସଫଳ ବା ସଂପୂର୍ଣ୍ଣ ନ ହେବା ପୂର୍ବରୁ କାହାକୁ କହେ ନାହିଁ।

Categories
ଆଜିର ଖବର ଜାତୀୟ ଖବର ଜୀବନ ଶୈଳୀ ଧର୍ମ

କିଛି ଗୁରୁତ୍ବପୂର୍ଣ୍ଣ କାମ କରୁଛନ୍ତି କି?, ଆଚାର୍ଯ୍ୟ ଚାଣକ୍ୟଙ୍କ ଏହି କଥା ମାନନ୍ତୁ, ନିଶ୍ଚିତ ସଫଳ ହେବେ

ଚାଣକ୍ୟ ନୀତି: ଚାଣକ୍ୟ ନୀତିରେ ରହିଛି ଯେ , ଯଦି ଆପଣ କୌଣସି ଗୁରୁତ୍ବ ପୂର୍ଣ୍ଣ କାମଟିଏ କରିବାକୁ ଯାଉଛନ୍ତି ତେବେ ତାହାକୁ ବାହାରେ ପ୍ରଘଟ କରନ୍ତୁ ନାହିଁ। ଯଦି ଆପଣ ଏକ ଭଲ କାମ ବା ଚାକିରୀ ପାଇଁ ଚେଷ୍ଠା କରୁଛନ୍ତି, ତେବେ ତାହା ସଫଳ ହେବା ପରେ କୁହନ୍ତୁ। ଆପଣଙ୍କ କାମ ଶେଷ ନ ହେବା ପୂର୍ବରୁ ଯଦି ପ୍ରଘଟ କଲେ ତେବେ ତାହା ଆଉ ହେବ ନାହିଁ। ସେଥିପାଇଁ ଚାଣକ୍ୟ କହିଛନ୍ତି ଆପଣଙ୍କ କାମ ଗୋପନରେ କରନ୍ତୁ। ଏହି କାମରେ ଯଦି କାହାର ଆବଶ୍ୟକତା ଥାଏ ତେବେ ତାଙ୍କ ସହିତ ଆଲୋଚନା କରନ୍ତୁ। କିନ୍ତୁ ଅନ୍ୟ କାହା ସହିତ ନୁହେଁ।

ଆଚାର୍ଯ୍ୟ ଚାଣକ୍ୟ ଆଉ ଏକ କଥା କହିଛନ୍ତି। ତାହା ହେଲା ଯଦି କୌଣସି କାମ ପୂର୍ବରୁ ଆପଣ ପ୍ରଘଟ କଲେ ଏବଂ କାମଟି ପରେ ବିଫଳ ହେଲା, ତେବେ ଆପଣ ଲୋକହସା ହେବେ। ଆପଣଙ୍କ କାମଟି ସଫଳ ହେବେ କି ନାହିଁ ତାହା କେହି କହିପାରିବେ ନାହିଁ। ସେଥିପାଇଁ ଚାଲାକ ବ୍ୟକ୍ତି କେବେ ବି ନିଜର କାମ ସଫଳ ବା ସଂପୂର୍ଣ୍ଣ ନ ହେବା ପୂର୍ବରୁ କାହାକୁ କହେ ନାହିଁ।

Categories
ଆଜିର ଖବର ଜୀବନ ଶୈଳୀ

କିଛି ଗୁରୁତ୍ବପୂର୍ଣ୍ଣ କାମ କରୁଛନ୍ତି କି? ତେବେ କେମିତି କରିବେ ସେ ନେଇ ଚାଣକ୍ୟଙ୍କ କଥା ମାନନ୍ତୁ

ନୂଆଦିଲ୍ଲୀ, ଚାଣକ୍ୟ ନୀତିରେ ରହିଛି ଯେ , ଯଦି ଆପଣ କୌଣସି ଗୁରୁତ୍ବ ପୂର୍ଣ୍ଣ କାମଟିଏ କରିବାକୁ ଯାଉଛନ୍ତି ତେବେ ତାହାକୁ ବାହାରେ ପ୍ରଘଟ କରନ୍ତୁ ନାହିଁ। ଯଦି ଆପଣ ଏକ ଭଲ କାମ ବା ଚାକିରୀ ପାଇଁ ଚେଷ୍ଠା କରୁଛନ୍ତି, ତେବେ ତାହା ସଫଳ ହେବା ପରେ କୁହନ୍ତୁ। ଆପଣଙ୍କ କାମ ଶେଷ ନ ହେବା ପୂର୍ବରୁ ଯଦି ପ୍ରଘଟ କଲେ ତେବେ ତାହା ଆଉ ହେବ ନାହିଁ। ସେଥିପାଇଁ ଚାଣକ୍ୟ କହିଛନ୍ତି ଆପଣଙ୍କ କାମ ଗୋପନରେ କରନ୍ତୁ। ଏହି କାମରେ ଯଦି କାହାର ଆବଶ୍ୟକତା ଥାଏ ତେବେ ତାଙ୍କ ସହିତ ଆଲୋଚନା କରନ୍ତୁ। କିନ୍ତୁ ଅନ୍ୟ କାହା ସହିତ ନୁହେଁ।

ଆଚାର୍ଯ୍ୟ ଚାଣକ୍ୟ ଆଉ ଏକ କଥା କହିଛନ୍ତି। ତାହା ହେଲା ଯଦି କୌଣସି କାମ ପୂର୍ବରୁ ଆପଣ ପ୍ରଘଟ କଲେ ଏବଂ କାମଟି ପରେ ବିଫଳ ହେଲା, ତେବେ ଆପଣ ଲୋକହସା ହେବେ। ଆପଣଙ୍କ କାମଟି ସଫଳ ହେବେ କି ନାହିଁ ତାହା କେହି କହିପାରିବେ ନାହିଁ। ସେଥିପାଇଁ ଚାଲାକ ବ୍ୟକ୍ତି କେବେ ବି ନିଜର କାମ ସଫଳ ବା ସଂପୂର୍ଣ୍ଣ ନ ହେବା ପୂର୍ବରୁ କାହାକୁ କହେ ନାହିଁ।

Categories
ଆଜିର ଖବର ଜୀବନ ଶୈଳୀ

ଚାଣକ୍ୟନୀତି: କିଛି ଗୁରୁତ୍ବପୂର୍ଣ୍ଣ କାମ କରିବା ପୂର୍ବରୁ ନିଶ୍ଚିତ ଆଚାର୍ଯ୍ୟଙ୍କ କଥା ମାନନ୍ତୁ, ଉପକୃତ ହେବେ

ନୂଆଦିଲ୍ଲୀ: ଚାଣକ୍ୟ ନୀତିରେ ରହିଛି ଯେ, ଯଦି ଆପଣ କୌଣସି ଗୁରୁତ୍ବ ପୂର୍ଣ୍ଣ କାମଟିଏ କରିବାକୁ ଯାଉଛନ୍ତି ତେବେ ତାହାକୁ ବାହାରେ ପ୍ରଘଟ କରନ୍ତୁ ନାହିଁ। ଯଦି ଆପଣ ଏକ ଭଲ କାମ ବା ଚାକିରୀ ପାଇଁ ଚେଷ୍ଠା କରୁଛନ୍ତି, ତେବେ ତାହା ସଫଳ ହେବା ପରେ କୁହନ୍ତୁ। ଆପଣଙ୍କ କାମ ଶେଷ ନ ହେବା ପୂର୍ବରୁ ଯଦି ପ୍ରଘଟ କଲେ ତେବେ ତାହା ଆଉ ହେବ ନାହିଁ। ସେଥିପାଇଁ ଚାଣକ୍ୟ କହିଛନ୍ତି ଆପଣଙ୍କ କାମ ଗୋପନରେ କରନ୍ତୁ। ଏହି କାମରେ ଯଦି କାହାର ଆବଶ୍ୟକତା ଥାଏ ତେବେ ତାଙ୍କ ସହିତ ଆଲୋଚନା କରନ୍ତୁ। କିନ୍ତୁ ଅନ୍ୟ କାହା ସହିତ ନୁହେଁ।

ଆଚାର୍ଯ୍ୟ ଚାଣକ୍ୟ ଆଉ ଏକ କଥା କହିଛନ୍ତି। ତାହା ହେଲା ଯଦି କୌଣସି କାମ ପୂର୍ବରୁ ଆପଣ ପ୍ରଘଟ କଲେ ଏବଂ କାମଟି ପରେ ବିଫଳ ହେଲା, ତେବେ ଆପଣ ଲୋକହସା ହେବେ। ଆପଣଙ୍କ କାମଟି ସଫଳ ହେବେ କି ନାହିଁ ତାହା କେହି କହିପାରିବେ ନାହିଁ। ସେଥିପାଇଁ ଚାଲାକ ବ୍ୟକ୍ତି କେବେ ବି ନିଜର କାମ ସଫଳ ବା ସଂପୂର୍ଣ୍ଣ ନ ହେବା ପୂର୍ବରୁ କାହାକୁ କହେ ନାହିଁ।

Categories
ଆଜିର ଖବର ଜୀବନ ଶୈଳୀ ଧର୍ମ ସଂସ୍କୃତି

ଚାଣକ୍ୟନୀତି: କିଛି ଗୁରୁତ୍ବପୂର୍ଣ୍ଣ କାମ କରିବା ପୂର୍ବରୁ ନିଶ୍ଚିତ ଚାଣକ୍ୟଙ୍କ କଥା ମାନନ୍ତୁ, ଉପକୃତ ହେବେ