ବିଶେଷ ଖବର ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି: ଏଣିକି ଘର ମରାମତି ଲାଗି ଆର୍ଥିକ ସହାୟତା ଦେବେ ସରକାର ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବିଜୁ ପକ୍କାଘର ଯୋଜନା ଅନ୍ତର୍ଗତ ଘର ମରାମତି ପାଇଁ ରାଜ୍ୟ ସରକାର ସହାୟତା ଦେବେ। ଏନେଇ…