Budget2022 ଜାନୁଆରୀ ୩୧ରୁ ବଜେଟ୍ ଅଧିବେଶନ, କୃଷକମାନଙ୍କ ସମ୍ବନ୍ଧରେ ହୋଇପାରେ ଗୁରୁତ୍ୱପୂର୍ଣ୍ଣ ଘୋଷଣା ନୂଆଦିଲ୍ଲୀ: ଜାନୁଆରୀ ୩୧ ତାରିଖରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ଅଭିଭାଷଣରୁ ବଜେଟ୍ ଅଧିବେଶନ ଆରମ୍ଭ ହେବ। ରାଷ୍ଟ୍ରପତି ସେଣ୍ଟ୍ରାଲ ହଲରେ ଉଭୟ ଗୃହର ମିଳିତ ଅଧିବେଶନକୁ…