ଗୁରୁପୂର୍ଣ୍ଣିମା ଉତ୍ସବ

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ସ୍ଥିତ ଶ୍ରୀ ଶ୍ରୀ ରଙ୍କନାଥ ଦେବ ମନ୍ଦିର ପରିସରରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)…