ଜାତୀୟ ଖବର ଚିତ୍ରକୋଣ୍ଡା ବ୍ଲକ୍ରେ ୩ଟି ବୃହତ ସେତୁ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି, ୧୦୧ କୋଟି ଟଙ୍କା ମଞ୍ଜୁର ଭୁବନେଶ୍ବର: ମାଲକାନଗିରି ଜିଲ୍ଲାରେ ସ୍ବାଭିମାନ ଅଞ୍ଚଳ ଏବେ ବିକାଶ ପଥରେ କରୁଛି ଦ୍ରୁତ ଅଗ୍ରଗତି। ଗୁରୁପ୍ରିୟା ସେତୁ ନିର୍ମାଣ ପରଠାରୁ ସ୍ବାଭିମାନ ଅଞ୍ଚଳବାସୀଙ୍କ ପାଇଁ ଗମନାଗମନ, ବିଦ୍ୟୁତ,…