ଜାତୀୟ ଖବର ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ୪ର୍ଥ ସଂଧ୍ୟାରେ କର୍ଣ୍ଣାଟକୀ କଣ୍ଠ ସଙ୍ଗୀତ ସହ କଥକ ନୃତ୍ୟ ଭୁବନେଶ୍ୱର: ରବିନ୍ଦ୍ର ମଣ୍ଡପରେ ଚାଲିଥିବା ଗୁରୁ କେଳୁ ଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟା ବେଶ ଆକର୍ଷଣୀୟ ଥିଲା। ବହୁମୁଖୀ ତଥା ପ୍ରତିଭାଶାଳୀ କର୍ଣ୍ଣାଟକୀ କଣ୍ଠ…