ଗୁରୁ ସମ୍ବର୍ଦ୍ଧନା ପର୍ବ

ରମେଶ ମହାନ୍ତି ଜଗତସିଂହପୁର: ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ମଣିଜଙ୍ଗା ନୋଡାଲ ହାଇସ୍କୁଲରେ ଗୁରୁ ସମ୍ବର୍ଦ୍ଧନା ପର୍ବ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ଚାରି ଦଶନ୍ଧି ଧରି ଶିକ୍ଷକତା କରିଆସୁଥିବା…