ଅପରାଧ ପତ୍ନୀ ଏବଂ ଦୁଇ ପିଲାଙ୍କୁ ହତ୍ୟା କରିବାପରେ ନିଜକୁ ଗୁଳିକରି ଆତ୍ମହତ୍ୟା କଲେ ଯୁବକ ଚଣ୍ଡିଗଡ଼: ହରିୟାଣାର ପାନିପାତ ସହରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ୩୬ ବର୍ଷୀୟ ଗ୍ରୋସରୀ ବିକ୍ରେତା ତାଙ୍କ ପତ୍ନୀ ଏବଂ ଦୁଇ ପିଲାଙ୍କୁ ଲାଇସେନ୍ସପ୍ରାପ୍ତ…