ଆଜିର ଖବର ବିଦ୍ୟୁତ୍ ଆଘାତରେ ଗୃହରକ୍ଷୀଙ୍କର ଅକାଳ ବିୟୋଗ (କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଛତ୍ରପୁର ଥାନା ଅନ୍ତର୍ଗତ ପୁରୁଣା ପାଟଣା ଗ୍ରାମର ଦିବାକର ଗୌଡ ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ସେ ଗୃହରକ୍ଷୀ ଭାବେ…