ଆଜିର ଖବର ଗୋଆ ମୁଖ୍ୟମନ୍ତ୍ରୀଙ୍କ ବଡ ଦାବି: ୩ ନିର୍ଦ୍ଦଳୀୟ ପ୍ରାର୍ଥୀଙ୍କ ସମର୍ଥନରେ ବିଜେପି ଗଠନ କରିବ ସରକାର ପାଣାଜୀ: ଗୋଆ ବିଧାନସଭା ନିର୍ବାଚନର ଧାରାକୁ ନେଇ ବିଜେପି ସବୁଠୁ ବଡ ଦଳ ଭାବେ ଉଭା ହୋଇଛି। ଯଦିଓ ଦଳ ବର୍ତ୍ତମାନ ସୁଦ୍ଧା ଟ୍ରେଣ୍ଡ ଅନୁଯାୟୀ ସଂଖ୍ୟାଗରିଷ୍ଠତା…