ରାଜ୍ୟ ଖବର କେନ୍ଦ୍ରାପଡ଼ାର ଗୋକୁଳଚନ୍ଦ୍ର ସଂଗୀତ ସଦନର ଆଧ୍ୟାତ୍ମିକ କାର୍ଯ୍ୟକ୍ରମକୁ ଉଦଘାଟନ କଲେ ରାଜ୍ୟପାଳ ଭୁବନେଶ୍ୱର: ଆଜି ରାଜଭବନର ନୂତନ ଅଭିଷେକ କକ୍ଷରେ କେନ୍ଦ୍ରାପଡ଼ାର ଗୋକୁଳଚନ୍ଦ୍ର ସଂଗୀତ ସଦନ ଆନୁକୂଲ୍ୟରେ ଆୟୋଜିତ ହୋଇଥିଲା ଆଧ୍ୟାତ୍ମିକ ସାଂସ୍କୃତିକ କାର୍ଯ୍ୟକ୍ରମ। ଏହାକୁ ଉଦ୍ଘାଟନ କରି ରାଜ୍ୟପାଳ…