ବିଶେଷ ଖବର ‘ଗୋଟିଏ ଦେଶ ଗୋଟିଏ ନିର୍ବାଚନ’ର ଧାରଣା ପୂରଣ କରିବେ ଏହି ଲୋକ, ଜାଣନ୍ତୁ କାହିଁକି ଓହରିଗଲେ ଅଧୀର ରଞ୍ଜନ ନୂଆଦିଲ୍ଲୀ: ଗୋଟିଏ ଦେଶ, ଗୋଟିଏ ନିର୍ବାଚନ ପ୍ରସଙ୍ଗରେ ଆଲୋଚନା ପାଇଁ କେନ୍ଦ୍ର ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ…