ଆଞ୍ଚଳିକ ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଏକବିଂଶ ତମ ବାର୍ଷିକ ଉତ୍ସବ ବାଲୁଗାଁ: ବାଲୁଗାଁ ଗୋପବନ୍ଧୁନଗରସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଏକବିଂଶ ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଅଛି। ଶିକ୍ଷାକେନ୍ଦ୍ର ପରିଚାଳନା କମିଟିର ସଭାପତି ଅଧ୍ୟାପକ ରମାକାନ୍ତ ନନ୍ଦଙ୍କ ସଭାପତିତ୍ବରେ…