ଗୋପାଳପୁର ଗଣଦୁଷ୍କର୍ମ

ଭୁବନେଶ୍ବର: ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଘଟଣାର ଦୃଢ ନିନ୍ଦା…