ଆଜିର ଖବର ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ: ବାଲୁଗାଁ-ବାଣପୁର ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ ବାଲୁଗାଁ: ଆଜି ପୂର୍ବାହ୍ନରେ ବାଲୁଗାଁ ଥାନା ଅନ୍ତର୍ଗତ ଗୋପୀନାଥପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…