ଆଜିର ଖବର ଗୋରାପୁର-ଦର୍ଲିପୁର ସେକ୍ସନ ଦୋହରୀକରଣ ପୂର୍ବତଟ ରେଳପଥ ପାଇଁ ମାଇଲଖୁଣ୍ଟ ଉପଲବ୍ଧି ଭୁବନେଶ୍ଵର: ପୂର୍ବତଟ ରେଳପଥର ୱାଲ୍ଟିୟର ଡିଭିଜନ ଆଜି ୧୨.୬୪୯ କିଲୋମିଟର ଗୋରାପୁର-ଦର୍ଲିପୁଟ ସେକ୍ସନ ଦୋହରୀକରଣ କାର୍ଯ୍ୟକ୍ଷମ ହେବା ସହ ରେଳ ସୁରକ୍ଷା କମିଶନର (ଦକ୍ଷିଣ ପୂର୍ବ ସର୍କଲ)…