ଆଜିର ଖବର ଆଜି ଆକାଶବାଣୀରେ ପ୍ରସାରିତ ହେବ “ନୈ ସୋଚ୍ ନୈ କାହାଣୀ-ଏ ରେଡିଓ ଜର୍ଣ୍ଣି ଉଇଥ୍ ସ୍ମୃତି ଇରାନୀ” ନୂଆଦିଲ୍ଲୀ: କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମତି ଇରାନୀ ଆକାଶବାଣୀ ପାଇଁ ଏକ କାର୍ଯ୍ୟକ୍ରମ ଉପସ୍ଥାପନ କରିବେ। ଏହାର ନାମ ରଖାଯାଇଛି ନୈ ସୋଚ୍…