ଆଜିର ଖବର ସଡ଼କ ଦୁର୍ଘଟଣାରେ ୨ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରିଣୀ ଗୁରୁତର ଛତ୍ରପୁର: ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଆଜି ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରିଣୀ (ସିଏଚ୍ଓ) ଗୁରୁତର ଆହତ ହୋଇଛନ୍ତି।…