ଆଜିର ଖବର ସୋଆ କୃଷି ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ ୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ୍)ରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ବିଶ୍ୱବିଦ୍ୟାଳୟ ଦ୍ୱାରା ଶୁକ୍ରବାର ଡିଗ୍ରୀ ପ୍ରଦାନ…