ଜାତୀୟ ଖବର କ୍ରସର୍ ପ୍ଲାଣ୍ଟ ବିବାଦ: ଗ୍ରାମବାସୀଙ୍କ ମାାଡ଼ରେ ବିଜେପି ପୂର୍ବତନ ବିଧାୟକ ମୃତ ଜୟପୁର: ରାଜସ୍ଥାନର ଭରତପୁର ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମବାସୀଙ୍କ ଆକ୍ରମଣର ଶିକାର ହୋଇ ବିଜେପିର ଜଣେ ପୂର୍ବତନ ବିଧାୟକ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି।…