ଆଞ୍ଚଳିକ ରାଜ୍ୟ ସରକାରଙ୍କ ଦୁର୍ନୀତି, ଭ୍ରଷ୍ଟାଚାର ବିରୋଧରେ ବାଣପୁର ବ୍ଲକ ଘେରାଉ କଲା ବିଜେପି ବାଣପୁର (ସୀତାରାମ ଅଗ୍ରୱାଲ): ରାଜ୍ୟ ସରକାରଙ୍କ ଦୀର୍ଘଦିନର ଶାସନରେ ପିସି କାରବାର, ବିନା ଗ୍ରାମସଭାରେ ପ୍ରକଳ୍ପ ସମ୍ପାଦନ, ୫-ଟି ନାମରେ ଜାଲିଆତି, ଦୁର୍ନୀତି, ଭ୍ରଷ୍ଟାଚାର ଏବଂ ବାଣପୁର…